ଗଣନା ପୁସ୍ତକ 3:8 - ପବିତ୍ର ବାଇବଲ8 ପୁଣି ସେମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବା ସମୟରେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟର ରକ୍ଷା କରିବେ ଓ ଇସ୍ରାଏଲ ଲୋକମାନଙ୍କର ସେବା କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ। Faic an caibideilଓଡିଆ ବାଇବେଲ8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ। Faic an caibideil |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।