Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:16 - ପବିତ୍ର ବାଇବଲ

16 ମାତ୍ର ରୁବେ‌ନ୍‌ର ଗୋଷ୍ଠୀ ଓ ଗାଦ୍ ଗୋଷ୍ଠୀର ଲୋକମାନେ ମୋଶାଙ୍କୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ମେଷମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ପିଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।

Faic an caibideil Dèan lethbhreac




ଗଣନା ପୁସ୍ତକ 32:16
7 Iomraidhean Croise  

କିନ୍ତୁ ଯାକୁବ ସୁ‌କ୍‌କୋତକୁ ଗଲେ। ସେହି ସ୍ଥାନରେ ସେ ଆପଣା ପାଇଁ ଏକ ଗୃହ ତିଆରି କଲେ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲେ। ତେଣୁ ସେହି ସ୍ଥାନର ନାମ ସୁ‌କ୍‌କୋତ ହେଲା।


“ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।


ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଅନୁସରଣ ନ କର, ସେ ଇସ୍ରାଏଲକୁ ମରୁଭୂମିରେ ଛାଡ଼ି ଦେବେ। ଏହିପରି ତୁମ୍ଭେ ସମସ୍ତଙ୍କୁ ବିନଷ୍ଟ କରିବ।”


ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗରରେ ବାସ କରିବେ, ଆଉ ଆମ୍ଭେମାନେ ଇସ୍ରାଏଲ ଲୋକମାନଙ୍କୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ।


ଆଉ ଦାନ ଗୋଷ୍ଠୀବର୍ଗରୁ ଯଗ୍ଳିର ପୁତ୍ର ବୁ‌‌କ୍‌‌କି।


ତୁମ୍ଭମାନଙ୍କର ସ୍ତ୍ରୀ, ତୁମ୍ଭମାନଙ୍କର ଛୋଟ ପିଲା ଏବଂ ତୁମ୍ଭର ପଶୁମାନେ ଏହିଠାରେ ବାସ କରିବେ। ମୁଁ ତୁମ୍ଭମାନଙ୍କୁ ଯେଉଁ ନଗର ଗୁଡ଼ିକ ଦେଇଛି। ମୁଁ ଜାଣେ ତୁମ୍ଭମାନଙ୍କର ଅନେକ ପଶୁ ଅଛନ୍ତି।


ସେ ଆପଣା ପାଇଁ ପ୍ରଥମ ଅଂଶ ମନୋନୀତ କରେ। ଆଦେଶକାରୀଙ୍କର ଭାଗ ସୁରକ୍ଷିତ ଅଛି। ସେ ଲୋକମାନଙ୍କର ନେତୃବର୍ଗଙ୍କ ପାଖକୁ ଆସନ୍ତି। ସେ ଯାହା କରନ୍ତି ତାହା ସଦାପ୍ରଭୁଙ୍କ ପାଇଁ ଉତ୍ତମ। ସେ ଏପରି କରନ୍ତି ଯାହା ଇସ୍ରାଏଲବାସୀ ପାଇଁ ମଙ୍ଗଳ।”


Lean sinn:

Sanasan


Sanasan