Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 32:9 - ପବିତ୍ର ବାଇବଲ

9 କାରଣ ସେମାନେ ଇଷ୍କୋଲ ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖିଲେ ଓ ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ଲୋକମାନଙ୍କର ମନକୁ ନିରୁତ୍ସାହିତ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ମନକୁ ସାହସହୀନ କଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 32:9
5 Iomraidhean Croise  

ଏହା ପରେ ସେମାନେ ଇଷ୍କୋଲ ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀରେ ବହନ କଲେ, ସେମାନେ ମଧ୍ୟ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।


ଇସ୍ରାଏଲର ଲୋକମାନେ ଯେଉଁ ଉପତ୍ୟକାରେ ଦ୍ରାକ୍ଷାପେଣ୍ଡା କାଟି ଥିଲେ, ସେଥି ସକାଶେ ସେହି ସ୍ଥାନ ଇଷ୍କୋଲ ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।


ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


Lean sinn:

Sanasan


Sanasan