ଗଣନା ପୁସ୍ତକ 34:3 - ପବିତ୍ର ବାଇବଲ3 ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideilଓଡିଆ ବାଇବେଲ3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। Faic an caibideil |