ଗଣନା ପୁସ୍ତକ 34:9 - ପବିତ୍ର ବାଇବଲ9 ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ଯ୍ୟନ୍ତ ବିସ୍ତୃତ ହୋଇ ହତ୍ସର-ଐନନରେ ଶେଷ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। Faic an caibideilଓଡିଆ ବାଇବେଲ9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନ୍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। Faic an caibideil |
“ଉତ୍ତର ସୀମା ଭୂମଧ୍ୟସାଗରଠାରୁ ପୂର୍ବକୁ ହତ୍ଲୋନ, ହମାତ୍ ମଧ୍ୟରେ ଏବଂ ହତ୍ସରେ-ଐନନ୍ ପର୍ଯ୍ୟନ୍ତ ବିସ୍ତାର କରିଥିଲା। ଏହା ଦମ୍ମେଶକ ଓ ହମାତର ସୀମା ଉପରେ ଥିଲା। ପରିବାରବର୍ଗଙ୍କ ନିମନ୍ତେ ପୂର୍ବରୁ ପଶ୍ଚିମ ସୀମା ମଧ୍ୟରେ ଦେଶ ବିଭାଗ ହେବ ଓ ଉତ୍ତରରୁ ଦକ୍ଷିଣ ସୀମା ମଧ୍ୟରେ ପରିବାରବର୍ଗଙ୍କ ପାଇଁ ଦେଶ ବିଭାଗ ହେବ। ଆଉ ପରିବାରବର୍ଗଙ୍କ ନାମ ଏହିପରି ଯଥା: ଦାନ, ଆଶେର, ନପ୍ତାଲି, ମନଃଶି, ଇଫ୍ରୟିମ, ରୁବେନ୍ ଓ ଯିହୁଦା।