ଗଣନା ପୁସ୍ତକ 36:3 - ପବିତ୍ର ବାଇବଲ3 ଯଦି ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ କାହାରି ସଙ୍ଗେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ। ସେମାନଙ୍କ ଅଧିକାର ସେମାନଙ୍କ ସ୍ୱାମୀ ପରିବାରବର୍ଗରେ ଯୁକ୍ତ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯେବେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। Faic an caibideilଓଡିଆ ବାଇବେଲ3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ। Faic an caibideil |