ଗଣନା ପୁସ୍ତକ 4:12 - ପବିତ୍ର ବାଇବଲ12 “ତା'ପରେ ସେମାନେ ସେବାର୍ଥକ ସମସ୍ତ ପବିତ୍ର ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ଗୁଡ଼ାଇ ରଖିବେ। ସେମାନେ ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ। Faic an caibideilଓଡିଆ ବାଇବେଲ12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ। Faic an caibideil |