ଗଣନା ପୁସ୍ତକ 4:14 - ପବିତ୍ର ବାଇବଲ14 ଆଉ ତା'ଉପରେ ସେମାନେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ଯଜ୍ଞବେଦିରେ ସେବାର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସେମାନେ ତା'ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ଲଗାଇବେ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। Faic an caibideilଓଡିଆ ବାଇବେଲ14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ। Faic an caibideil |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।