ଗଣନା ପୁସ୍ତକ 4:16 - ପବିତ୍ର ବାଇବଲ16 “ଆଉ ସମସ୍ତ ଆବାସର, ତତ୍ତ୍ୱାବଧାନ ସେହି ପବିତ୍ର ତମ୍ବୁ ଏବଂ ତନ୍ମଧ୍ୟସ୍ଥିତ ସମସ୍ତ ପବିତ୍ର ସ୍ଥାନ ଏବଂ ସମସ୍ତ ଦ୍ରବ୍ୟ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣର ପୁତ୍ର ଇଲିୟାସର ଯାଜକର ହେବ।” Faic an caibideilପବିତ୍ର ବାଇବଲ (Re-edited) - (BSI)16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର ଓ ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ଵାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ଵାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ। Faic an caibideilଓଡିଆ ବାଇବେଲ16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।” Faic an caibideil |