ଗଣନା ପୁସ୍ତକ 4:19 - ପବିତ୍ର ବାଇବଲ19 ମାତ୍ର ସେମାନେ ମହାପବିତ୍ର ସ୍ଥାନରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲାବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରକୁ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ। Faic an caibideilଓଡିଆ ବାଇବେଲ19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। Faic an caibideil |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।