Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:30 - ପବିତ୍ର ବାଇବଲ

30 ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ପର୍ଯ୍ୟନ୍ତ ବୟସ୍କ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରି ପାରିବେ, ସେମାନଙ୍କୁ ଗଣନା କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 4:30
9 Iomraidhean Croise  

ଯେଉଁମାନେ ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ମଧ୍ୟରେ ଓ ସମାଗମ-ତମ୍ବୁରେ ସେବା କରି ପାରିବେ, ସେମାନଙ୍କୁ ଗଣନା କର।


“ତୁମ୍ଭେ ମରାରି ସନ୍ତାନଗଣର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର।


ଏହି ଦାୟିତ୍ୱ ସେମାନେ ବହନ କରି ପାରିବେ, ସେମାନେ ସମାଗମ-ତମ୍ବୁର କାଠପଟାସବୁ, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗିସକଳ ବହନ କରିବା ଉଚିତ୍।


“ଏହା ହେଉଛି ଲେବୀୟମାନଙ୍କ ବ୍ୟବସ୍ଥା ପାତ୍ର। ପଚିଶ ବର୍ଷରୁ ଅଧିକ ଲେବୀୟମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହେବେ।


ଜଣେ ସୈନିକ ତା'ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ।


Lean sinn:

Sanasan


Sanasan