ଗଣନା ପୁସ୍ତକ 4:44 - ପବିତ୍ର ବାଇବଲ44 ସେମାନେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ଯିବାରୁ ସେମାନଙ୍କ ସଂଖ୍ୟା 3,200 ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ। Faic an caibideilଓଡିଆ ବାଇବେଲ44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ। Faic an caibideil |
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।