Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 5:10 - ପବିତ୍ର ବାଇବଲ

10 ପ୍ରତ୍ୟେକ ମନୁଷ୍ୟର ଅଧିକାରରେ ଥିବା ସବୁକିଛି ତା'ର ନିଜର ହୋଇ ରହିଥାଏ, ଯେପର୍ଯ୍ୟନ୍ତ ସେ ତାହା ଅର୍ପଣ କରି ନାହିଁ। ଯାହା ଜଣେ ମନୁଷ୍ୟ ଯାଜକଙ୍କୁ ଦିଅନ୍ତି ତାହା ଯାଜକର ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”

Faic an caibideil Dèan lethbhreac




ଗଣନା ପୁସ୍ତକ 5:10
4 Iomraidhean Croise  

ଇସ୍ରାଏଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦେବେ। ଯେତେବେଳେ ଇସ୍ରାଏଲର ଲୋକମାନେ ସେହିସବୁ ନୈବେଦ୍ୟ ଦେବେ ସେହି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସେମାନେ ଯାଜକକୁ ଯେତେବେଳେ ଏହିସବୁ ଅଂଶ ଦେବେ, ଏହା ଯାଜକମାନଙ୍କ ଦ୍ୱାରା ଗ୍ରହଣ କରାଯିବ।


ମୋର ନିର୍ଦ୍ଦେଶ ଅନୁସାରେ ତୁମ୍ଭେମାନେ ସେହି ଶସ୍ୟ ନୈବେଦ୍ୟ ଏକ ପବିତ୍ର ସ୍ଥାନରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦେଲି।


ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ଏହିସବୁ ଯାଜକ ଇଲିୟାସରକୁ ଉପହାର ସ୍ୱରୂପ ଦେଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Lean sinn:

Sanasan


Sanasan