ଗଣନା ପୁସ୍ତକ 5:21 - ପବିତ୍ର ବାଇବଲ21 ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।’ “ଏବଂ ଯାଜକ ସେହି ସ୍ତ୍ରୀକୁ କହିବ ସଦାପ୍ରଭୁ ତୁମ୍ଭଙ୍କୁ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅଭିଶପ୍ତ କରନ୍ତୁ, ଯେତେବେଳେ ସଦାପ୍ରଭୁ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପକାଇବେ। Faic an caibideilପବିତ୍ର ବାଇବଲ (Re-edited) - (BSI)21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁନ୍ତ Faic an caibideilଓଡିଆ ବାଇବେଲ21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ; Faic an caibideil |
କିନ୍ତୁ ଶାଉଲ ସେଦିନ ପୁଣି ଏକ ଭୁଲ୍ କଲେ। ଯେତେବେଳେ ସୈନ୍ୟମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ହେଲେ, ଶାଉଲ ସେମାନଙ୍କୁ, “ଯଦି କୌଣସି ଲୋକ ସନ୍ଧ୍ୟା ପୂର୍ବରୁ କିମ୍ବା ଶତ୍ରୁ ବିନାଶ କରିବା ପୂର୍ବରୁ ଖାଦ୍ୟ ଗ୍ରହଣ କରେ, ତେବେ ସେ ଦଣ୍ତିତ ହେବ।” ସେ ସେମାନଙ୍କୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ୟ କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।