ଗଣନା ପୁସ୍ତକ 5:22 - ପବିତ୍ର ବାଇବଲ22 ତହିଁରେ ‘ଏହି ଶାପଜନକ ଜଳ ତୁମ୍ଭ ଉଦର ଭିତରକୁ ଯିବ ଏବଂ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପଡ଼ିଯିବାର କାରଣ ହେବ’ ଏବଂ ସେହି ସ୍ତ୍ରୀ କହିବ ‘ଆମେନ୍! ଆମେନ୍!’ Faic an caibideilପବିତ୍ର ବାଇବଲ (Re-edited) - (BSI)22 ତହିଁରେ ଏହି ଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ଵାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ (ଏପରି ହେଉ) କହିବ। Faic an caibideilଓଡିଆ ବାଇବେଲ22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ। Faic an caibideil |