ଗଣନା ପୁସ୍ତକ 6:5 - ପବିତ୍ର ବାଇବଲ5 “ତାହାର ପ୍ରତିଜ୍ଞା ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ତା'ର ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Faic an caibideilଓଡିଆ ବାଇବେଲ5 ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Faic an caibideil |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”