Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 7:8 - ପବିତ୍ର ବାଇବଲ

8 ହାରୋଣ ଯାଜକର ପୁତ୍ର ସେମାନଙ୍କର କାର୍ଯ୍ୟ ଅନୁସାରେ, ମରାରି ସନ୍ତାନଗଣକୁ ସେମାନଙ୍କ ସେବା ଅନୁସାରେ ସେ ଗ୍ଭରି ଶଗଡ଼ ଓ ଆଠଟି ଗାଈ ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 7:8
3 Iomraidhean Croise  

ଏହା ପରେ ଫାରୋ କହିଲେ, “ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ୱାରା ସେମାନଙ୍କର ଭୂମିକୁ ଯାତ୍ରା କରନ୍ତୁ ଏବଂ ସେମାନଙ୍କର ପିତା, ସେମାନଙ୍କର ସ୍ତ୍ରୀମାନଙ୍କୁ ଏବଂ ସେମାନଙ୍କର ପିଲାମାନଙ୍କୁ ଆଣନ୍ତୁ।


Lean sinn:

Sanasan


Sanasan