ଗଣନା ପୁସ୍ତକ 7:89 - ପବିତ୍ର ବାଇବଲ89 ଏହା ପରେ ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କଲାବେଳେ, ନିୟମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୁବଦ୍ୱୟ ମଧ୍ୟରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ୱର ମୋଶାଙ୍କ ସହିତ କଥା ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ଵୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ଵୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି ସେ ତାଙ୍କ ସହିତ କଥା କହିଲେ। Faic an caibideilଓଡିଆ ବାଇବେଲ89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ। Faic an caibideil |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।