ଗଣନା ପୁସ୍ତକ 8:12 - ପବିତ୍ର ବାଇବଲ12 “ଲେବୀୟମାନଙ୍କୁ କୁହ ଏହି ଦୁଇ ଷଣ୍ଢର ମସ୍ତକରେ ସେମାନଙ୍କର ହସ୍ତ ରଖିବେ। ତହୁଁ ତୁମ୍ଭେ ଲେବୀୟମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। Faic an caibideilପବିତ୍ର ବାଇବଲ (Re-edited) - (BSI)12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Faic an caibideilଓଡିଆ ବାଇବେଲ12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତ ରଖିବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Faic an caibideil |