Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 8:22 - ପବିତ୍ର ବାଇବଲ

22 ତା'ପରେ ଲେବୀୟମାନେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ସମ୍ମୁଖରେ ଆପଣା ଆପଣା ସେବାକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ। ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ସେମାନଙ୍କ ପ୍ରତି କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କଲେ ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 8:22
9 Iomraidhean Croise  

ଯାଜକମାନେ ଓ ଲେବୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କ କଥା ଶୁଣିଲେ, ସେମାନଙ୍କର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ୱର୍ଗରେ ପହଞ୍ଚିଲା।


ରାଜା ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ସେମାନଙ୍କର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରତ୍ୟେକ ଦଳର ନିଜସ୍ୱ ବିଶେଷ କାର୍ଯ୍ୟ ରହିଥିଲା। ତେଣୁ ଯାଜକମାନେ ଓ ଲେବୀୟମାନେ ପୁନର୍ବାର ହୋମବଳି ଉପହାର ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବାର କାର୍ଯ୍ୟ କଲେ। ଆଉ ମଧ୍ୟ ପରମେଶ୍ୱର ମନ୍ଦିରରେ ସେବାକାର୍ଯ୍ୟ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରଗୁଡ଼ିକ ନିକଟରେ ପ୍ରଶଂସା ଗାନ କରିବା କାର୍ଯ୍ୟ ସେମାନଙ୍କର ଥିଲା।


ତେଣୁ ସମସ୍ତ ଇସ୍ରାଏଲୀୟମାନେ ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାକୁ ମାନିଲେ।


ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା’ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ବୋହିବେ ଓ ସେମାନେ ତହିଁର ସେବା କରିବେ ଓ ତମ୍ବୁର ଗ୍ଭରିଆଡ଼େ ଛାଉଣି କରି ରହିବେ।


“ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ, ତା'ପରେ ସେମାନେ ସେବାକରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ।


ପୁଣି ଲେବୀୟମାନେ ନିଜକୁ ଶୌଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଉତ୍ସର୍ଗ କଲେ ଓ ହାରୋଣ ସେମାନଙ୍କୁ ଶୁଚି କିବା ପାଇଁ ପ୍ରାୟଶ୍ଚିତ କଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Lean sinn:

Sanasan


Sanasan