ଗଣନା ପୁସ୍ତକ 9:13 - ପବିତ୍ର ବାଇବଲ13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ; Faic an caibideilଓଡିଆ ବାଇବେଲ13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ; Faic an caibideil |
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।