Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 9:2 - ପବିତ୍ର ବାଇବଲ

2 “ଇସ୍ରାଏଲ ଲୋକମାନଙ୍କୁ କୁହ, ସେମାନେ ନିରୂପିତ ସମୟରେ ନିସ୍ତାରପର୍ବ ପାଳନ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 “ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;

Faic an caibideil Dèan lethbhreac




ଗଣନା ପୁସ୍ତକ 9:2
12 Iomraidhean Croise  

ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, “ଏହି ନିୟମ ପୁସ୍ତକର ଯୁକ୍ତିନୁସାରେ ତୁମ୍ଭର ପରମେଶ୍ୱର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାରପର୍ବ ପାଳନ କର।”


ରାଜା ଯୋଶିୟ ଯିରୁଶାଲମରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କରାଗଲା।


ଏହା ପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ।


ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନରେ ସନ୍ଧ୍ୟାବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ହେବ।


“ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ସଦାପ୍ରଭୁଙ୍କର ନିସ୍ତାରପର୍ବ ହେବ।


ଏହିମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।”


ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”


ଖମୀରହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାରପର୍ବର ମେଷଶାବକମାନଙ୍କୁ ବଳି ଦିଅନ୍ତି।


ଇସ୍ରାଏଲ ଲୋକମାନେ ନିସ୍ତାରପର୍ବ ପାଳନ କଲେ, ଯେତେବେଳେ ସେମାନେ ଯିରୀହୋ ସମତଳ ଅଞ୍ଚଳ ନିକଟରେ ଛାଉଣି ସ୍ଥାପନ କଲେ। ତାହା ଥିଲା ସେହି ମାସ ଚଉଦ ତାରିଖ ସନ୍ଧ୍ୟା।


Lean sinn:

Sanasan


Sanasan