ଫିଲିପୀୟ 1:10 - ପବିତ୍ର ବାଇବଲ10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ; Faic an caibideilପବିତ୍ର ବାଇବଲ (Re-edited) - (BSI)10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ, Faic an caibideilଓଡିଆ ବାଇବେଲ10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, Faic an caibideilପବିତ୍ର ବାଇବଲ (CL) NT (BSI)10 ଓ ତୁମ୍ଭେମାନେ ଯେପରି ଶ୍ରେଷ୍ଠ ବିଷୟ ସବୁ ମନୋନୀତ କରିପାରିବ। ତା’ହେଲେ; ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଗମନ ଦିନରେ ପରିଶୁଦ୍ଧ ଓ ଅନିନ୍ଦନୀୟ ରହିବ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, Faic an caibideil |