ଫିଲିପୀୟ 1:28 - ପବିତ୍ର ବାଇବଲ28 ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ଵାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶର, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ଵରଦତ୍ତ ଏକ ଲକ୍ଷଣ; Faic an caibideilଓଡିଆ ବାଇବେଲ28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ; Faic an caibideilପବିତ୍ର ବାଇବଲ (CL) NT (BSI)28 ଶତ୍ରୁମାନଙ୍କୁ ଭୟ କର ନାହିଁ, ସାହସରେ ଅଟଳ ରୁହ। ତାହାହେଲେ, ସେମାନେ ଜାଣି ପାରିବେ ଯେ, ସେମାନଙ୍କର ପରାଜୟ ସୁନିଶ୍ଚିତ ଓ ତୁମ୍ଭେମାନେ ବିଜୟ ଲାଭ କରିବ, କାରଣ ଈଶ୍ୱର ହିଁ ତୁମ୍ଭମାନଙ୍କୁ ଜୟଯୁକ୍ତ କରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ; Faic an caibideil |
ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।