ଫିଲିପୀୟ 1:9 - ପବିତ୍ର ବାଇବଲ9 ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ: ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ; Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, Faic an caibideilଓଡିଆ ବାଇବେଲ9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, Faic an caibideilପବିତ୍ର ବାଇବଲ (CL) NT (BSI)9 ମୁଁ ପ୍ରାର୍ଥନା କରେ, ଯେପରି ପ୍ରକୃତ ଜ୍ଞାନ ଓ ନ୍ୟାୟ ବିଚାର ସହିତ ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକତର ବୃଦ୍ଧି ପାଇବ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, Faic an caibideil |
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।