ଫିଲିପୀୟ 2:7 - ପବିତ୍ର ବାଇବଲ7 ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ, Faic an caibideilପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Faic an caibideilଓଡିଆ ବାଇବେଲ7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Faic an caibideilପବିତ୍ର ବାଇବଲ (CL) NT (BSI)7 ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Faic an caibideil |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।