ଫିଲିପୀୟ 4:11 - ପବିତ୍ର ବାଇବଲ11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି। Faic an caibideilଓଡିଆ ବାଇବେଲ11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି । Faic an caibideilପବିତ୍ର ବାଇବଲ (CL) NT (BSI)11 ମୁଁ ନିଜକୁ ଅବହେଳିତ ମନେକରି ଏହି କଥା କହୁ ନାହିଁ, କାରଣ ମୋର ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିକ୍ଷା କରିଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି। Faic an caibideil |
ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।