ଫିଲିପୀୟ 4:14 - ପବିତ୍ର ବାଇବଲ14 କିନ୍ତୁ ମୋର ସାହାଯ୍ୟ ଦରକାର ଥିଲାବେଳେ, ତୁମ୍ଭେମାନେ ମୋତେ ସାହାଯ୍ୟ କରି ଭଲ କରିଛ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ। Faic an caibideilଓଡିଆ ବାଇବେଲ14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ । Faic an caibideilପବିତ୍ର ବାଇବଲ (CL) NT (BSI)14 ତଥାପି ମୋର କ୍ଲେଶଭୋଗ ସମୟରେ ମୋତେ ସାହାଯ୍ୟ କରି ତୁମ୍ଭେମାନେ ମହତ୍ କାର୍ଯ୍ୟ କରିଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ। Faic an caibideil |
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।
ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।