ଫିଲିପୀୟ 4:5 - ପବିତ୍ର ବାଇବଲ5 ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ। Faic an caibideilଓଡିଆ ବାଇବେଲ5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ । Faic an caibideilପବିତ୍ର ବାଇବଲ (CL) NT (BSI)5 ସମସ୍ତଙ୍କ ସହିତ ଭଦ୍ର ବ୍ୟବହାର କର। ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ହେଲାଣି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ। Faic an caibideil |
ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟଦ୍ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି।
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।