ଫିଲିପୀୟ 4:8 - ପବିତ୍ର ବାଇବଲ8 ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର। Faic an caibideilଓଡିଆ ବାଇବେଲ8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର । Faic an caibideilପବିତ୍ର ବାଇବଲ (CL) NT (BSI)8 ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର। Faic an caibideil |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”