ଗୀତସଂହିତା 127:2 - ପବିତ୍ର ବାଇବଲ2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। Faic an caibideilଓଡିଆ ବାଇବେଲ2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। Faic an caibideil |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।