ପ୍ରକାଶିତ 1:10 - ପବିତ୍ର ବାଇବଲ10 ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶଦ୍ଦ ପରି ଗୋଟିଏ ମହାସ୍ଵର ଏହା କହୁଥିବା ଶୁଣିଲି, Faic an caibideilଓଡିଆ ବାଇବେଲ10 ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି, Faic an caibideilପବିତ୍ର ବାଇବଲ (CL) NT (BSI)10 ପ୍ରଭୁଙ୍କ ଦିବସରେ ପବିତ୍ର ଆତ୍ମା ମୋତେ ଆବିଷ୍ଟ କଲେ ଏବଂ ମୋର ପଶ୍ଚାତ୍ରେ ତୂରୀ ଧ୍ୱନି ପରି ଏକ ଉଚ୍ଚ ସ୍ୱର ଶୁଣିଲି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି, Faic an caibideil |