ପ୍ରକାଶିତ 11:2 - ପବିତ୍ର ବାଇବଲ2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ। Faic an caibideilଓଡିଆ ବାଇବେଲ2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ । Faic an caibideilପବିତ୍ର ବାଇବଲ (CL) NT (BSI)2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ମାପ ନାହିଁ। କାରଣ, ତାହା ଅନ୍ୟ ଜାତିମାନଙ୍କୁ ଦାନ କରାଯାଇଛି। ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ଏହି ପବିତ୍ର ନଗରୀକୁ ପଦଦଳିତ କରି ରଖିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ। Faic an caibideil |
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।