ପ୍ରକାଶିତ 21:2 - ପବିତ୍ର ବାଇବଲ2 ତା'ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି। Faic an caibideilଓଡିଆ ବାଇବେଲ2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି । Faic an caibideilପବିତ୍ର ବାଇବଲ (CL) NT (BSI)2 ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି। Faic an caibideil |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।