ପ୍ରକାଶିତ 5:2 - ପବିତ୍ର ବାଇବଲ2 ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?” Faic an caibideilପବିତ୍ର ବାଇବଲ (Re-edited) - (BSI)2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚ ସ୍ଵରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ? Faic an caibideilଓଡିଆ ବାଇବେଲ2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ ? Faic an caibideilପବିତ୍ର ବାଇବଲ (CL) NT (BSI)2 ପୁଣି ମୁଁ ଦେଖିଲି, ଜଣେ ମହାପରାକ୍ରାନ୍ତ ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ ଘୋଷଣା କରି କହୁଛନ୍ତି: “ମୋହରଗୁଡ଼ିକ ଭାଙ୍ଗି ଏହି ପାଣ୍ଡୁଲିପିଟିକୁ ଖୋଲିବା ପାଇଁ କେହି ଯୋଗ୍ୟ ବ୍ୟକ୍ତି ଥିଲେ, ବାହାରି ଆସନ୍ତୁ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ? Faic an caibideil |