ପ୍ରକାଶିତ 6:3 - ପବିତ୍ର ବାଇବଲ3 ତା'ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମେଷଶାବକ ଯେତେବେଳେ ଦ୍ଵିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ଵିତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ। Faic an caibideilଓଡିଆ ବାଇବେଲ3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ । Faic an caibideilପବିତ୍ର ବାଇବଲ (CL) NT (BSI)3 ତା’ପରେ ମେଷଶାବକ ଦ୍ୱିତୀୟ ମୋହର ଭାଙ୍ଗିଲେ ଏବଂ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସ”। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ। Faic an caibideil |