ରୋମୀୟ 1:3 - ପବିତ୍ର ବାଇବଲ3 ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ଵନ୍ଧରେ ଦାଉଦଙ୍କ ବଂଶଜାତ, Faic an caibideilଓଡିଆ ବାଇବେଲ3 ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ, Faic an caibideilପବିତ୍ର ବାଇବଲ (CL) NT (BSI)3 ଏହାର କେନ୍ଦ୍ର ହେଉଛନ୍ତି; ଈଶ୍ୱରଙ୍କ ପୁତ୍ର, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ, Faic an caibideil |
ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।