Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 1:7 - ପବିତ୍ର ବାଇବଲ

7 ତେଣୁ ସେ ତା'ର ପୁତ୍ର ବଧୂମାନଙ୍କୁ ଧରି ତା'ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ଆପଣା ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରି ଯିବା ପାଇଁ ପଥରେ ଗମନ କଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।

Faic an caibideil Dèan lethbhreac




ରତର ବିବରଣ 1:7
6 Iomraidhean Croise  

ପୁଣି ସାତ ବର୍ଷ ସମାପ୍ତି ପରେ ସେ ସ୍ତ୍ରୀଲୋକ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା। ଆଉ ସେ ନିଜ ଗୃହ ଓ ଜମି ଫେରି ପାଇବାକୁ ଗୁହାରି କରିବା ପାଇଁ ରାଜାଙ୍କ ନିକଟକୁ ଗଲା।


ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ ବିଦାୟ ଦେଲେ ଏବଂ ଯିଥ୍ରୋ ସ୍ୱଦେଶକୁ ଗଲେ।


କିନ୍ତୁ ପୁତ୍ରବଧୂମାନେ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କ ନିକଟକୁ ଯିବାକୁ ଗ୍ଭହୁଁ।”


ଏଣୁ ସେହି ସ୍ତ୍ରୀଲୋକମାନେ ପୁଣି ରୋଦନ କଲେ। ଏହା ପରେ ଅର୍ପା ତା'ର ଶାଶୁକୁ ଚୁମ୍ବନ ଦେଲା ଓ ଗ୍ଭଲିଗଲା। କିନ୍ତୁ ଋତ ତାଙ୍କୁ ଧରି ରହିଲା।


ଯେତେବେଳେ ନୟମୀ ମୋୟାବର ପର୍ବତମୟ ଦେଶରେ ବାସ କରୁଥିଲା, ସେ ଜାଣିବାକୁ ପାଇଲା ଯେ, ପରମେଶ୍ୱର ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି। ସେ ଯିହୁଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମୋୟାବ ଦେଶ ଛାଡ଼ି ନିଜ ଦେଶକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଲା। ତା'ର ପୁତ୍ରବଧୂମାନେ ମଧ୍ୟ ତା’ ସହିତ ଯିବା ପାଇଁ ନିଷ୍ପତ୍ତି ନେଲେ।


ଏହା ପରେ ନୟମୀ ତା'ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ।


Lean sinn:

Sanasan


Sanasan