ରତର ବିବରଣ 2:12 - ପବିତ୍ର ବାଇବଲ12 ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପୁରସ୍କାର ଦେବେ। ତୁମ୍ଭକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ କରନ୍ତୁ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକୁ ଫେରି ଆସିଲ ଏବଂ ସେ ତୁମ୍ଭଙ୍କୁ ରକ୍ଷା କରିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ଵରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ। Faic an caibideilଓଡିଆ ବାଇବେଲ12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।” Faic an caibideil |
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।