Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 3:12 - ପବିତ୍ର ବାଇବଲ

12 ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।

Faic an caibideil Dèan lethbhreac




ରତର ବିବରଣ 3:12
7 Iomraidhean Croise  

“ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଶିକ୍ଷାର ଅର୍ଥ।


ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧରେ କୌଣସି ମନ୍ଦକାର୍ଯ୍ୟ କର ନାହିଁ ଓ ଏହି ବିଷୟରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସେମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ଆମ୍ଭେ ଏ ବିଷୟରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।


ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା ମଧ୍ୟରୁ ଜଣେ ଅଟନ୍ତି।”


ହେ ଯୁବତୀ, ଭୟ କର ନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁଁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହୁତ ଭଲ।


ଆଜି ରାତି ଏହିଠାରେ ରୁହ। ଆସନ୍ତା କାଲି ସକାଳେ ମୁଁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହୁଅନ୍ତି ତେବେ ଉତ୍ତମ କଥା। ଯେବେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମରେ ପ୍ରତିଜ୍ଞା କରୁଅଛି, ମୁଁ ତୁମ୍ଭକୁ ବିବାହ କରିବି ଏବଂ ଏଲିମେଲକର ଭୂମି ଫେରାଇ ଆଣିବି। ତେଣୁ ସକାଳ ପର୍ଯ୍ୟନ୍ତ ଏହିଠାରେ ଶୟନ କର।”


ବୋୟାଜ ନଗର ଦ୍ୱାରକୁ ଗଲା ଏବଂ ସେଠାରେ ବସିଲା, ସେ କହିଥିବା ନିକଟ ସମ୍ପର୍କୀୟକୁ ଯାଉଥିବାର ଦେଖିଲା। ତେଣୁ ସେ ତାହାକୁ ଡାକି କହିଲେ, “ଆସ ଏବଂ ଏହିଠାରେ ବସ!” ତେଣୁ ସେ ଲୋକଟି ଆସିଲା ଓ ସେହିଠାରେ ବସିଲା।


ଏଠାରେ ଥିବା ଲୋକମାନଙ୍କ ସମ୍ମୁଖରେ ଓ ମୋର ଲୋକମାନଙ୍କର ପ୍ରାଚୀନମାନଙ୍କ ସମ୍ମୁଖରେ ମୁଁ ତୁମ୍ଭକୁ କହିବା ପାଇଁ ନିଷ୍ପତ୍ତି କରିଛି। ଯଦି ତୁମ୍ଭେ ଏହାକୁ କିଣିବାକୁ ଗ୍ଭହଁ, ତେବେ ଏହାକୁ କିଣ! ଯଦି ଏହା ତୁମ୍ଭେ କିଣିବାକୁ ନ ଗ୍ଭହଁ, ତେବେ ମୋତେ କୁହ ଓ ମୁଁ ଏହାକୁ କିଣିବି ଯେହେତୁ ତୁମ୍ଭେ ଜାଣ, ତୁମ୍ଭ ପରେ ମୁଁ ଯଥାର୍ଥ ଲୋକ ଯାହାର ଏହି ଜାଗାକୁ କିଣିବା ପାଇଁ ଅଧିକାର ଅଛି। ଯଦି ତୁମ୍ଭେ କିଣିବାକୁ ଗ୍ଭହଁ ନାହିଁ, ତେବେ ମୁଁ ଏହାକୁ କିଣିବି।”


Lean sinn:

Sanasan


Sanasan