ରତର ବିବରଣ 3:3 - ପବିତ୍ର ବାଇବଲ3 ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ। Faic an caibideilଓଡିଆ ବାଇବେଲ3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ। Faic an caibideil |