Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 3:4 - ପବିତ୍ର ବାଇବଲ

4 ଖାଇ ସାରିବା ପରେ ସେ ଯେତେବେଳେ ଶୟନ କରିବାକୁ ଯିବେ, ସେହି ସ୍ଥାନକୁ ଆଗେଇ ଯାଅ, ତାଙ୍କର ପାଦରୁ ଆବରଣ କାଢ଼ି ସେଠାରେ ପଡ଼ିରୁହ। ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ ତାହା ସେ ଜଣାଇବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ସେ ଜଣାଇବ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।”

Faic an caibideil Dèan lethbhreac




ରତର ବିବରଣ 3:4
3 Iomraidhean Croise  

ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।


ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ।


ଏହା ପରେ ଋତ ଉତ୍ତର ଦେଲା, “ତୁମ୍ଭେ ଯାହା କହିଲ, ମୁଁ ତାହା ନିଶ୍ଚିତ କରିବି।”


Lean sinn:

Sanasan


Sanasan