Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 3:6 - ପବିତ୍ର ବାଇବଲ

6 ଏଣୁ ଋତ ସେହି ଖଳାକୁ ଯାଇ ନିଜର ଶାଶୁର କଥା ଅନୁସାରେ କାର୍ଯ୍ୟମାନ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଏଣୁ ସେ ସେହି ଖଳାକୁ ଯାଇ ଆପଣା ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।

Faic an caibideil Dèan lethbhreac




ରତର ବିବରଣ 3:6
7 Iomraidhean Croise  

ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।


“ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ହେ ମୋର ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତେବେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ୟାଗ କର ନାହିଁ।


ତୁମ୍ଭେ ଯଦି ମୋ’ କହିବା ଅନୁଯାୟୀ କାମ କର, ତେବେ ତୁମ୍ଭେମାନେ ମୋର ବନ୍ଧୁ।


ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ତୁମ୍ଭମାନଙ୍କୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”


ଏହା ପରେ ଋତ ଉତ୍ତର ଦେଲା, “ତୁମ୍ଭେ ଯାହା କହିଲ, ମୁଁ ତାହା ନିଶ୍ଚିତ କରିବି।”


ପୁଣି ଖାଇପିଇ ସାରି ବୋୟାଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ ସେ ଅମାର ପାଖରେ ଶୟନ କରିବାକୁ ଗଲେ। ତହିଁରେ ଋତ ଧୀରେ ଧୀରେ ଯାଇ ବୋୟାଜର ପାଦ ପାଖ ସ୍ଥାନ ଅନାବୃତ୍ତ କରି ପଡ଼ି ରହିଲା।


Lean sinn:

Sanasan


Sanasan