ରତର ବିବରଣ 3:9 - ପବିତ୍ର ବାଇବଲ9 ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?” ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି। Faic an caibideilଓଡିଆ ବାଇବେଲ9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।” Faic an caibideil |
ଏଠାରେ ଥିବା ଲୋକମାନଙ୍କ ସମ୍ମୁଖରେ ଓ ମୋର ଲୋକମାନଙ୍କର ପ୍ରାଚୀନମାନଙ୍କ ସମ୍ମୁଖରେ ମୁଁ ତୁମ୍ଭକୁ କହିବା ପାଇଁ ନିଷ୍ପତ୍ତି କରିଛି। ଯଦି ତୁମ୍ଭେ ଏହାକୁ କିଣିବାକୁ ଗ୍ଭହଁ, ତେବେ ଏହାକୁ କିଣ! ଯଦି ଏହା ତୁମ୍ଭେ କିଣିବାକୁ ନ ଗ୍ଭହଁ, ତେବେ ମୋତେ କୁହ ଓ ମୁଁ ଏହାକୁ କିଣିବି ଯେହେତୁ ତୁମ୍ଭେ ଜାଣ, ତୁମ୍ଭ ପରେ ମୁଁ ଯଥାର୍ଥ ଲୋକ ଯାହାର ଏହି ଜାଗାକୁ କିଣିବା ପାଇଁ ଅଧିକାର ଅଛି। ଯଦି ତୁମ୍ଭେ କିଣିବାକୁ ଗ୍ଭହଁ ନାହିଁ, ତେବେ ମୁଁ ଏହାକୁ କିଣିବି।”