୧ ପିତର 2:2 - ଓଡିଆ ବାଇବେଲ2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି Faic an caibideilପବିତ୍ର ବାଇବଲ (Re-edited) - (BSI)2 ତାହାହେଲେ ସମସ୍ତପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି Faic an caibideilପବିତ୍ର ବାଇବଲ (CL) NT (BSI)2 ମିଥ୍ୟା ଓ କପଟତା, ଈର୍ଷା ଓ ପରନିନ୍ଦା ପରିହାର କର। ନବଜାତ ଶିଶୁ ପରି ହୁଅ। ସର୍ବଦା ବିଶୁଦ୍ଧ ଆଧ୍ୟାତ୍ମିକ ଦୁଗ୍ଧ ପାନ କରିବା ପାଇଁ ତୃଷିତ ହୁଅ। ସର୍ବଦା ବୃଦ୍ଧି ପାଇ ପରିତ୍ରାଣ ପାଇବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି Faic an caibideilପବିତ୍ର ବାଇବଲ2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁଗ୍ଧ ପାନ ପାଇଁ ତୁମ୍ଭେ ଲାଳାୟିତ ହୁଅ। ଏହାକୁ ପାନ କରିବା ଦ୍ୱାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ। Faic an caibideil |