୧ ପିତର 3:3 - ଓଡିଆ ବାଇବେଲ3 ପୁଣି, କେଶବେଶ , ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, Faic an caibideilପବିତ୍ର ବାଇବଲ (CL) NT (BSI)3 କେଶ ବିନ୍ୟାସ, ବେଶଭୂଷା, ଅଳଙ୍କାର ପ୍ରସାଧନ ପ୍ରକୃତ୍ତି ବାହ୍ୟିକ ସାଜସଜ୍ଜାରେ ନିଜର ଶୋଭାବର୍ଦ୍ଧନ କରିବା ତୁମ୍ନଭମାନଙ୍କରର ଅନୁଚିତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, Faic an caibideilପବିତ୍ର ବାଇବଲ3 ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ଯ୍ୟ ନିର୍ଭର କରେ ନାହିଁ। Faic an caibideil |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।