Biblia Todo Logo
Bìoball air-loidhne

- Sanasan -




୧ ତୀମଥି 1:6 - ଓଡିଆ ବାଇବେଲ

6 ତାହା ମୋଶାଙ୍କ ବ୍ୟବସ୍ଥାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 କେତେକ ଏହି ମୁଖ୍ୟ ବିଷୟଗୁଡ଼ିକୁ ଭୁଲିଯାଇ ବୃଥା ଯୁକ୍ତି ତର୍କରେ ପଥଚ୍ୟୁତ ହୋଇଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ

6 କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି।

Faic an caibideil Dèan lethbhreac




୧ ତୀମଥି 1:6
9 Iomraidhean Croise  

ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?


କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କ ଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି ।


ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି ।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।


କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତିଜନକ ଓ ଅସାର ।


Lean sinn:

Sanasan


Sanasan