୧ ତୀମଥି 2:5 - ଓଡିଆ ବାଇବେଲ5 କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; Faic an caibideilପବିତ୍ର ବାଇବଲ (Re-edited) - (BSI)5 କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; Faic an caibideilପବିତ୍ର ବାଇବଲ (CL) NT (BSI)5 ଈଶ୍ୱର ଅଦ୍ୱିତୀୟ ଏବଂ ମନୁଷ୍ୟକୁ ଈଶ୍ୱରଙ୍କ ସହିତ ସମ୍ମିଳିତ କରାଇବା ପାଇଁ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି - ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; Faic an caibideilପବିତ୍ର ବାଇବଲ5 କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। Faic an caibideil |