୧ ତୀମଥି 3:4 - ଓଡିଆ ବାଇବେଲ4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ । Faic an caibideilପବିତ୍ର ବାଇବଲ (Re-edited) - (BSI)4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ। Faic an caibideilପବିତ୍ର ବାଇବଲ (CL) NT (BSI)4 ନିଜ ପରିବାରକୁ ସେ ଠିକ୍ ଭାବରେ ଚଳାଇ ପାରୁଥିବେ ଏବଂ ତାଙ୍କୁ ସମ୍ମାନ ଦେଇ ତାଙ୍କର ବାଧ୍ୟ ହେବା ପାଇଁ ତାଙ୍କ ସନ୍ତାନମାନେ ଶିକ୍ଷା କରିଥିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ। Faic an caibideilପବିତ୍ର ବାଇବଲ4 ସେ ଧନ ଲୋଭୀ ହୋଇ ନ ଥିବେ, ସେ ନିଜ ପରିବାରକୁ ଉପଯୁକ୍ତ ଭାବରେ ନେତୃତ୍ୱ ଦେଇପାରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ୟ ହେଉଥିବେ। Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।