୧ ତୀମଥି 5:10 - ଓଡିଆ ବାଇବେଲ10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ । Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ। Faic an caibideilପବିତ୍ର ବାଇବଲ (CL) NT (BSI)10 ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ। Faic an caibideilପବିତ୍ର ବାଇବଲ10 ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା। Faic an caibideil |